+2 ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ? ଜାଣନ୍ତୁ କଣ କହିଲେ ବିଭାଗୀୟ ମନ୍ତ୍ରୀ
ଭିତରେ ଯୁକ୍ତ ଦୁଇ ପ୍ରଥମବର୍ଷ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ହେବା ଚର୍ଚ୍ଚା ଯୋର୍ ଧରିଛି । ତେବେ ଏହି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି ମନ୍ତ୍ରୀ ଶ୍ରୀ ଦାସ
ଭୁବନେଶ୍ୱର : କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବୋର୍ଡ ପରୀକ୍ଷାକୁ ବାତିଲ୍ କରିଛନ୍ତି । କେଉଁ ଆଧାରରେ ପିଲାଙ୍କ ମାଟ୍ରିକ ପରୀକ୍ଷା ମୁଲ୍ୟାୟନ କରାଯିବ ସେନେଇ ଗାଇଡଲାଇନ୍ ପ୍ରକାଶ ପାଇଛି । ଏହାକୁ ନେଇ ମଧ୍ୟ ସ୍ପଷ୍ଟି କରଣ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ଯେଉଁମାନେ ମାଟ୍ରିକ ଫଳାଫଳରେ ସନ୍ତୁଷ୍ଟ ହେବେ ନାହିଁ ସେମାନେ ପୁଣି ପରୀକ୍ଷା ଦେଇପାରିବେ ବୋଲି କହିଛନ୍ତି ମନ୍ତ୍ରୀ । ଆସନ୍ତା ଜୁନ୍ 30 ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ବାହାର କରିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ କରାଯାଇଛି ।

ସେହିପରି ମେଧାବୀ ଛାତ୍ରଛାତ୍ରୀମାନେ ଯେପରି ରାଜ୍ୟର ଭଲ ଶିକ୍ଷାନୁଷ୍ଠାନରେ ପାଠ ପଢିବାର ସୁଯୋଗ ପାଇବେ ସେନେଇ ମଧ୍ୟ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରୁଛନ୍ତି । ଏହାରି ଭିତରେ ଯୁକ୍ତ ଦୁଇ ପ୍ରଥମବର୍ଷ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ହେବା ଚର୍ଚ୍ଚା ଯୋର୍ ଧରିଛି । ତେବେ ଏହି ଚର୍ଚ୍ଚାକୁ ଖଣ୍ଡନ କରିଛନ୍ତି ମନ୍ତ୍ରୀ ଶ୍ରୀ ଦାସ । ସେ କହିଛନ୍ତି, ଏନେଇ ବର୍ତମାନ କୌଣସି ନିଷ୍ପତି ନିଆଯାଇ ନାହିଁ । ରେଜଲ୍ଟ ଆସିବା ପରେ କଣ କରାଯିବ ତାର ନିଷ୍ପତି ନିଆଯିବ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ










Click it and Unblock the Notifications