ପୂଜା ଛୁଟି ପରେ ଖୋଲିବ କି ସ୍କୁଲ ? ଜାଣନ୍ତୁ, କଣ କହିଲେ ଗଣଶିକ୍ଷା ମନ୍ତ୍ରୀ...

ଦଶହରା ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଭୁବନେଶ୍ୱର: ଦଶହରା ପରେ ଖୋଲିବ ଅଷ୍ଟମ ଓ ଏକାଦଶ ଶ୍ରେଣୀ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କୋଭିଡ କଟକଣା ଯୋଗୁ ସ୍କୁଲ ବନ୍ଦ ଥିବାବେଳେ ଅନ ଲାଇନରେ ପିଲାଙ୍କର ପାଠ ପଢା ଚାଲିଛି। ସେହପିରି ଯୁକ୍ତ ଦୁଇ ପ୍ରଥମବର୍ଷ ଛାତ୍ରଛାତ୍ରୀ ମଧ୍ୟ ଶ୍ରେଣୀଗୃହ ପାଠପଢାରେ ଭାଗନେବେ । ଏବେ କେବଳ ନବମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ଅଫଲାଇନ ପାଠପଢା ଚାଲିଛି ।

school news

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଆଶା କରିବା ପୂଜା ଛୁଟି ପରେ ସ୍ଥିତି ଭଲ ହୋଇଯିବ ଓ ଅନ୍ୟ କ୍ଲାସ ପାଇଁ ସ୍କୁଲ ଖୋଲିବ। ତେବେ ଏଯାଏଁ ଅନଲାଇନରେ କ୍ଲାସ ଚାଲୁ ରହିଛି । ଅଭିଭାବକମାନେ ଦେଖିବା କଥା ଯେ ମୋବାଇଲ ଫୋନ ବ୍ୟବହାର କେବଳ ପାଠପଢା ପାଇଁ ପିଲାମାନେ କରିବେ। ଏବଂ ଭଗବାନଙ୍କ କୃପାରୁ ପୂଜା ପରେ କୋଭିଡ଼ ସ୍ଥିତିରେ ସୁଧାର ଆସିବା ସହ ବିଦ୍ୟାଳୟ ମାନ ଖୋଲିବ ବୋଲି ଆଶା ପ୍ରକାଶ କରିଛନ୍ତି ମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+