ଆସନ୍ତା ୨୧ରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ପାଠପଢ଼ା ହେବ

ପୂଜା ଛୁଟି ପରେ ଖୋଲିବ ରାଜ୍ୟର ଅଷ୍ଟମ ଓ ଏକାଦଶ ଶ୍ରେଣୀ । ସ୍କୁଲ ଓ କଲେଜ ଆସିବେ ଛାତ୍ରଛାତ୍ରୀ । ଆସନ୍ତା ୨୧ ତାରିଖରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ପାଠପଢା ଆରମ୍ଭ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି।

ଭୁବନେଶ୍ୱର: ପୂଜା ଛୁଟି ପରେ ଖୋଲିବ ରାଜ୍ୟର ଅଷ୍ଟମ ଓ ଏକାଦଶ ଶ୍ରେଣୀ । ସ୍କୁଲ ଓ କଲେଜ ଆସିବେ ଛାତ୍ରଛାତ୍ରୀ । ଆସନ୍ତା ୨୧ ତାରିଖରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ପାଠପଢା ଆରମ୍ଭ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି।

school news

ଅଷ୍ଟମ ଓ ଏକାଦଶ ଶ୍ରେଣୀର ପାଠପଢା ଅଫ୍‌ଲାଇନ୍ ମୋଡ୍‌ରେ କରାଯିବ। ପିଲାମାନେ ସ୍କୁଲକୁ ଯାଇ ପାଠ ପଢ଼ିବେ ବୋଲି ସେ ସୂଚନା ଦେଇଛି। ବର୍ତ୍ତମାନ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ଲାଗି ଅଫଲାଇନ ପାଠପଢ଼ା ଜାରି ରହିଛି। ତେବେ ପ୍ରଥମରୁ ସପ୍ତମ ଶ୍ରେଣୀ ଯାଏଁ ସ୍କୁଲ କେବେ ଖୋଲିବ ସେନେଇ ନିଷ୍ପତ୍ତି ନିଆଯାଇନଥିବା ମନ୍ତ୍ରୀ କହିଛନ୍ତି। ଅଷ୍ଟମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ବିଦ୍ୟାଳୟକୁ ଯାଇ ଅଫ୍ ଲାଇନରେ କ୍ଲାସ୍ କରିବେ। ପୂର୍ବରୁ ନିର୍ଦ୍ଧାରିତ ଏସ୍‌ଓପି ଅନୁଯାୟୀ ହିଁ ପାଠପଢ଼ା ହେବ ବୋଲି ଗଣଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି।

ପୂର୍ବରୁ ନବମ ଓ ଦ୍ୱାଦଶ ଶ୍ରେଣୀ କ୍ଲାସ୍ ଚାଲିଥିଲା। ଉଭୟ କ୍ଲାସର ଛାତ୍ରଛାତ୍ରୀ ଅଫ୍ଲାଇନ୍‌ରେ ପାଠ ପଢୁଛନ୍ତି। ତେବେ ଦଶହରା ଛୁଟି ପରେ ୨୫ ତାରିଖରୁ ଅଷ୍ଟମ ଏବଂ ୨୧ ତାରିଖରୁ ଏକାଦଶ ପିଲାଙ୍କ ପାଠପଢ଼ା ଅଫଲାଇନ୍ ମୋଡ୍‌ରେ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+