ଫେବ୍ରୁଆରୀରେ ନବମ ଶ୍ରେଣୀ ପରୀକ୍ଷା
ଘୋଷଣା ହେଲା ନବମ ଶ୍ରେମୀ ପରୀକ୍ଷା ତାରିଖ । ଫେବୃଆରୀ ୨୦ରୁ ୨୫ ପର୍ଯ୍ୟନ୍ତ ନବମ ଶ୍ରେଣୀ ପରୀକ୍ଷା ହେବ ବୋଲି ଘୋଷଣା ହୋଇଥିବା ବେଳେ ଫେବୃଆରୀ ୨୨ରୁ ୨୮ ପର୍ଯ୍ୟନ୍ତ ମୂଲ୍ୟାୟନ କରାଯିବ ।
ଭୁବନେଶ୍ୱର: ଘୋଷଣା ହେଲା ନବମ ଶ୍ରେମୀ ପରୀକ୍ଷା ତାରିଖ । ଫେବୃଆରୀ ୨୦ରୁ ୨୫ ପର୍ଯ୍ୟନ୍ତ ନବମ ଶ୍ରେଣୀ ପରୀକ୍ଷା ହେବ ବୋଲି ଘୋଷଣା ହୋଇଥିବା ବେଳେ ଫେବୃଆରୀ ୨୨ରୁ ୨୮ ପର୍ଯ୍ୟନ୍ତ ମୂଲ୍ୟାୟନ କରାଯିବ ।

ସେହିପରି ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ବୋର୍ଡ ପକ୍ଷରୁ ମାଟ୍ରିକ ପରୀକ୍ଷା ପାଇଁ ତାରିଖ ଘୋଷଣା । ୧୦ରୁ ୧୭ ମାର୍ଚ୍ଚ ଯାଏଁ ପରୀକ୍ଷା ଚାଲିବ । ପରୀକ୍ଷା ସମ୍ପର୍କରେ ବୋର୍ଡ ସଭାପତି ସୂଚନା ଦେଇଛନ୍ତି । ମାଟ୍ରିକ ପରୀକ୍ଷା ପାଇଁ ଖୁବଶୀଘ୍ର ଅନଲାଇନରେ ଫର୍ମ ଫିଲଅପ୍ ହେବ । ରାଜ୍ୟର ୫ଲକ୍ଷ ୪୩ ହଜାର ଛାତ୍ରାଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେବେ । ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ହେବ ।












Click it and Unblock the Notifications