ଆସନ୍ତା ୬ ତାରିଖରେ ବାହାରିବ ମାଟ୍ରିକ ରେଜଲ୍ଟ
ଆସନ୍ତା ୬ ତାରିଖରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବୁଧବାର ଦିନ ୧ ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ ।
ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବୁଧବାର ଦିନ ୧ ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ ।

ଛାତ୍ରଛାତ୍ରୀ କେଉଁ ସାଇଟ୍ରୁ ରେଜଲ୍ଟ ପାଇପାରିବେ ସେ ନେଇ ଆଜି ବୋର୍ଡ କର୍ତ୍ତୃପକ୍ଷ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍ ପରୀକ୍ଷା । ଚଳିତ ବର୍ଷ ୫ ଲକ୍ଷ ୨୮ ହଜାର ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ । ସୁରୁଖୁରୁାର ପରୀକ୍ଷା ସରିଥିବା ବେଳେ ଖାତାଦେଖା ଓ ଟାବୁଲେସନ୍ ସରି ଚୂଡ଼ାନ୍ତ ଫଳ ପ୍ରକାଶନ ପାଇଁ ପ୍ରୋସେସିଂ ଜାରି ରହିଛି । ପରୀକ୍ଷାଫଳକୁ କିପରି ସଂପୂର୍ଣ୍ଣ ନିର୍ଭୁଲ୍ କରାଯିବ ସେଥିପାଇଁ ସମସ୍ତ ବନ୍ଦୋବସ୍ତ ବୋର୍ଡ ପକ୍ଷରୁ କରାଯାଇଛି।
ଉଲ୍ଲେଖଯୋଗ୍ୟ ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇଥିଲା ମାଟ୍ରିକ୍ ପରୀକ୍ଷା । ମେ ୧୦ ତାରିଖ ଯାଏଁ ଚାଲିଥିଲା ପରୀକ୍ଷା । ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିଥିଲା । ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ଭାବେ ବାରଣ କରାଯାଇଥିଲା । ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ କରାଯାଇଥିଲା ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications