ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍
ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ । ସକାଳ ୬ଟା ୩୦ରୁ ୧୦ଟା ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ । ସକାଳ ୭ଟାରୁ ୧୧ଟା ନବମ ଓ ଦଶମ ଶ୍ରେଣୀ କ୍ଲାସ ।
ଭୁବନେଶ୍ୱର: ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ । ସକାଳ ୬ଟା ୩୦ରୁ ୧୦ଟା ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ । ସକାଳ ୭ଟାରୁ ୧୧ଟା ନବମ ଓ ଦଶମ ଶ୍ରେଣୀ କ୍ଲାସ ।

ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ଘୋଷଣା କରିଛନ୍ତି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଛନ୍ତି।












Click it and Unblock the Notifications