Get Updates
Get notified of breaking news, exclusive insights, and must-see stories!

ଏପ୍ରିଲ ୨୮ରୁ ଯୁକ୍ତ ଦୁଇ ପରୀକ୍ଷା: ଜାଣନ୍ତୁ, ପରୀକ୍ଷାକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ଏପ୍ରିଲ ୨୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । କଳା, ବାଣିଜ୍ୟ ଓ ବିଜ୍ଞାନର ହେବ ପରୀକ୍ଷା । ମୋଟ ୩ ଲକ୍ଷ ୨୦ ହଜାର ପିଲା ଯୁକ୍ତ ଦୁଇ ପରୀକ୍ଷା ଦେବେ । ଯୁକ୍ତ ଦୁଇ ପରୀକ୍ଷା ନେଇ ସିଏଚଏସଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ହୋଇଛି ।

ଭୁବନେଶ୍ୱର: ଏପ୍ରିଲ ୨୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । କଳା, ବାଣିଜ୍ୟ ଓ ବିଜ୍ଞାନର ହେବ ପରୀକ୍ଷା । ମୋଟ ୩ ଲକ୍ଷ ୨୦ ହଜାର ପିଲା ଯୁକ୍ତ ଦୁଇ ପରୀକ୍ଷା ଦେବେ । ଯୁକ୍ତ ଦୁଇ ପରୀକ୍ଷା ନେଇ ସିଏଚଏସଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ହୋଇଛି ।

Plus Two Exam

କରୋନା ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥାରେ କୋହଲ କରାଯାଇଛି । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବ । ନିଜ ଶିକ୍ଷକମାନଙ୍କ ଦ୍ୱାରା ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା କରାଯିବ ।

ସେହିପରି ମୂଲ୍ୟାୟନ ପାଇଁ ଦୁଇଟି ପଦ୍ଧତି ଅବଲମ୍ବନ କରାଯିବ । ପ୍ରଥମଟିରେ ପିଲାଙ୍କୁ ଫାଇନାଲ ପରୀକ୍ଷା ଆଧାରରେ ରେଜଲ୍ଟ ଘୋଷଣା କରାଯିବ । ଦ୍ୱିତୀୟଟିରେ ଫାଇନାଲ ପରୀକ୍ଷାରୁ ୮୦ ପ୍ରତିଶତ ଏବଂ ଶେଷ କ୍ୱାର୍ଟର ପରୀକ୍ଷାରୁ ୨୦ ପ୍ରତିଶତ ମାର୍କ ମିଳିବ । ଉଭୟ ମୂଲ୍ୟାୟନ ପଦ୍ଧତିରେ ସର୍ବାଧିକ ମାର୍କକୁ ରେଜଲ୍ଟ ଘୋଷଣା କରାଯିବ । ମହାମାରୀ ପରେ ଏଥର ପ୍ରଥମ ଥର ପାଇଁ ଅଫଲାଇନରେ ଯୁକ୍ତ ଦୁଇ ପରୀକ୍ଷା ହେଉଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+