ଆସନ୍ତା ୨୨ରୁ ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା

ସେପ୍ଟେମ୍ବର ୨୨ ତାରିଖରୁ ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଆରମ୍ଭ ହେବ। ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା କହିଛନ୍ତି।

ଭୁବନେଶ୍ୱର: ସେପ୍ଟେମ୍ବର ୨୨ ତାରିଖରୁ ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଆରମ୍ଭ ହେବ। ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା କହିଛନ୍ତି ।

Plus Two

ଏବେ ସୁଦ୍ଧା ଯୁକ୍ତ ଦୁଇ ପ୍ରଥମ ବର୍ଷରେ ସାଢ଼େ ତିନି ଲକ୍ଷ ପିଲା ନାମ ଲେଖାଇ ସାରିଲେଣି । ଏତେ ସଂଖ୍ୟକ ପିଲା ନାମ ଲେଖାଇ ସାରିଥିବାରୁ ଆସନ୍ତା ୨୨ ତାରିଖରୁ ପାଠପଢ଼ା ଆରମ୍ଭ ହୋଇଯିବ ବୋଲି ମନ୍ତ୍ରୀ କହିଛନ୍ତି । ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍ ନାମଲେଖା ସରିଥିଲେ ମଧ୍ୟ ନାମଲେଖା ପ୍ରକ୍ରିୟାକୁ ଏହି ମାସ ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+