ବନ୍ୟା ପାଇଁ ଏହି ସବୁ ଜିଲ୍ଲାରେ ସ୍କୁଲ ବନ୍ଦ

ମହାନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ନଦୀ ଏବେ ବିପଦ ସଙ୍କେତ ପାର କରିଛି । ଫଳରେ କିଛି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।

ଭୁବନେଶ୍ୱର: ମହାନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ପ୍ରବଳ ବର୍ଷା ହେବା ଯୋଗୁ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ନଦୀ ଏବେ ବିପଦ ସଙ୍କେତ ପାର କରିଛି । ଫଳରେ କିଛି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ ।

odisha flood

ଜଗତସିଂହପୁର ଜିଲ୍ଲାରେ ଆସନ୍ତାକାଲି ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ରହିଛି । ସ୍କୁଲ ବନ୍ଦ କରିବାକୁ ସବୁ ବିଇଓମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପାଣି ପଶିଥିବା ବା ପଶିବା ସମ୍ଭାବନା ଥିବା ସ୍କୁଲକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲର ମୂଲ୍ୟବାନ ସାମଗ୍ରୀକୁ ସୁରକ୍ଷିତ ରଖିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ।

ସେହିପରି ନୟାଗଡ଼ ଜିଲ୍ଲାରେ ୩୨ଟି ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ରହିଛି । ଜିଲ୍ଲାରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ । ଆଜି ଓ ଆସନ୍ତାକାଲି ବନ୍ଦ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ । , ଗଣିଆରେ ୧୧, ଖଣ୍ଡପଡ଼ାରେ ୨ ଓ ଭାପୁରରେ ୧୨ଟି ସ୍କୁଲ ବନ୍ଦ ରହିବ । ମାତ୍ର ସମ୍ପୃକ୍ତ ବିଦ୍ୟାଳୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଉପସ୍ଥିତ ରହିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+