ରଜ ପରେ ଖୋଲିବ ସ୍କୁଲ: ଆଜିଠୁ ୧୬ ତାରିଖ ପର୍ଯ୍ୟନ୍ତ ଖରାଛୁଟି
ସୋମବାର (ଆଜି)ଠାରୁ ରାଜ୍ୟର ସମସ୍ତ ସ୍କୁଲ୍ ଓ କଲେଜରେ ଖରାଛୁଟି ଆରମ୍ଭ ହୋଇଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଖରାଛୁଟି ରହିବ ।
ଭୁବନେଶ୍ୱର: ସୋମବାର (ଆଜି)ଠାରୁ ରାଜ୍ୟର ସମସ୍ତ ସ୍କୁଲ୍ ଓ କଲେଜରେ ଖରାଛୁଟି ଆରମ୍ଭ ହୋଇଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଖରାଛୁଟି ରହିବ । ଏନେଇ ପୂର୍ବରୁ ଘୋଷଣା କରିଥିଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ।

ଖରାକୁ ଦୃଷ୍ଟିରେ ରଖି ସକାଳୁଆ କ୍ଳାସ୍ (Morning School) ମାଧ୍ୟମରେ ହେଉଥିଲା ପାଠପଢ଼ା । କୋଭିଡ ସଂକ୍ରମଣ ଯୋଗୁଁ ଦୁଇବର୍ଷ ହେଲା ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଥିଲା । ଏଥିପାଇଁ ଚଳିତ ବର୍ଷ ଖରା ଛୁଟି କମାଇ ଦିଆଯାଇଛି ।
ପୂର୍ବରୁ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସକାଳୁଆ କ୍ଳାସ ଆରମ୍ଭ ହୋଇଥିଲା । ସକାଳ ୬ଟାରୁ ଦିନ ୯ଟା ପର୍ଯ୍ୟନ୍ତ ପିଲାମାନେ କ୍ଳାସ କରୁଥିଲେ । ପାଠପଢ଼ା ପ୍ରଭାବିତ ହୋଇଥିବାରୁ ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଲର୍ଣ୍ଣିଂ ରିକଭରୀ ପ୍ଲାନ ଅବା ଶିକ୍ଷା ଉପଯୋଗୀ ପନ୍ଥା ଗ୍ରହଣ କରିଛି ଗଣଶିକ୍ଷା ବିଭାଗ ।
More From
-
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ, ଇରାନର ୧୬ ଯୁଦ୍ଧ ଜାହାଜ ଧ୍ବଂସ କଲା ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ !












Click it and Unblock the Notifications