ରାଜ୍ୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଖୋଲିପାରେ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ଦୀପାବଳି ପରେ ରାଜ୍ୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲି ପରେ। ସ୍କୁଲ ଖୋଲିବା ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଦୀପାବଳି ପରେ ସରକାର ଏସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି ଶ୍ରୀ ଦାଶ ସୂଚନା ଦେଇଛନ୍ତି। ଏକକାଳୀନ ପ୍ରଥମରୁ ସପ୍ତମ ଶ୍ରେଣୀ ଖୋଲିବା ଠିକ୍ ହେବନି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲିବା ନେଇ ବିଚାରବିମର୍ଶ ଚାଲିଥିବା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

school opening odisha

କରୋନା କାୟା ପରଠୁ ଦୁଇ ବର୍ଷ ହେବ ରାଜ୍ୟରେ ବନ୍ଦ ରହିଥିଲା ସ୍କୁଲ । ଚଳିତବର୍ଷ ପର୍ଯ୍ୟାୟକ୍ରମେ ଖୋଲିବ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ସ୍କୁଲ । ଏବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ବିଚାରବିମର୍ଶ କରୁଛି ଗଣଶିକ୍ଷା ବିଭାଗ । ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ସ୍କୁଲ ଯିବା ପାଇଁ ପିଲାଙ୍କ ଭିତରେ ଆଗ୍ରହ ବଢ଼ିଲାଣି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+