ଆଜିଠୁ ୫ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ସମ୍ବଲପୁର ବିଶ୍ବବିଦ୍ୟାଳୟ
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ସମ୍ବଲପୁର ବିଶ୍ବବିଦ୍ୟାଳୟ । ନିଷ୍ପତ୍ତି ନେଇଛନ୍ତି ବିଶ୍ବବିଦ୍ୟାଳୟ କୁଳପତି ସଞ୍ଜୀବ ମିତ୍ତଲ ।
ସମ୍ବଲପୁର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ସମ୍ବଲପୁର ବିଶ୍ବବିଦ୍ୟାଳୟ । ନିଷ୍ପତ୍ତି ନେଇଛନ୍ତି ବିଶ୍ବବିଦ୍ୟାଳୟ କୁଳପତି ସଞ୍ଜୀବ ମିତ୍ତଲ ।

ସମ୍ବଲପୁର ବିଶ୍ବବିଦ୍ୟାଳୟର ବିଭିନ୍ନ ପିଜି ବିଭାଗରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ତେବେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ବିଶ୍ବବିଦ୍ୟାଳୟର ସମସ୍ତ କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ନୋଟିସରେ ବିଶ୍ବବିଦ୍ୟାଳୟ କୁଳପତି ଉଲ୍ଲେଖ କରିଛନ୍ତି ।












Click it and Unblock the Notifications