ଆସନ୍ତା ୨୮ ଓ ୨୯ ତାରିଖରେ ସ୍କୁଲ ଛୁଟି

ଆସନ୍ତା ୨୮ ଓ ୨୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କଲେ ରାଜ୍ୟ ସରକରା । ଦୋଳ ପୂର୍ଣ୍ଣିମା ଓ ହୋଲିକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ।

ଭୁବନେଶ୍ୱର: ଆସନ୍ତା ୨୮ ଓ ୨୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କଲେ ରାଜ୍ୟ ସରକରା । ଦୋଳ ପୂର୍ଣ୍ଣିମା ଓ ହୋଲିକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ।

School

ସେପଟେ କେନ୍ଦ୍ରୀୟ ବିଦ୍ୟାଳୟରେ କରୋନା ପଜିଟିଭ ବାହାରିବା ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ରଖିଛନ୍ତି। ଏପର୍ଯ୍ୟନ୍ତ ସରକାରଙ୍କ ଦ୍ଵାରା ପରିଚାଳିତ ସ୍କୁଲ ଏବଂ ହଷ୍ଟେଲରେ ଏଯାବତ କୌଣସି ପଜିଟିଭ ବାହାରି ନାହିଁ। କାରଣ ସେଠାରେ ସରକାରଙ୍କ ଦ୍ୱାରା ପ୍ରସ୍ତୁତ SOP କଡ଼ାକଡ଼ି ଭାବେ ପାଳନ କରାଯାଉଛି। କିନ୍ତୁ କେନ୍ଦ୍ରୀୟ ସ୍କୁଲ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ମାନଙ୍କରେ SOPକୁ ଠିକ୍‌ ଭାବରେ ପାଳନ ହେଉନଥିବାରୁ ସେଠାରେ କରୋନା ସଂକ୍ରମଣ ଚିହ୍ନଟ ହେଉଛନ୍ତି। ସେଥିପାଇଁ ସରକାରଙ୍କ SOPକୁ କଡ଼ାକଡ଼ି ପାଳନ କରାଯିବା ଲାଗି ନିର୍ଦ୍ଦେଶ ଦେଲେ ଗଣଶିକ୍ଷା ମନ୍ତ୍ରୀ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+