କାଲିଠୁ ସ୍କୁଲ ଓ କଲେରେ ଆରମ୍ଭ ହେବ ଖରାଦିନ ଛୁଟି, ହେବନି ଅନଲାଇନ କ୍ଲାସ ଓ ପରୀକ୍ଷା
ଆସନ୍ତାକାଲି ଠାରୁ ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗ ଆରମ୍ଭ ହେବାକୁ ଯାଉଛି ଖରା ଦିନ ଛୁଟି । ମେ ୫ରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ଖରା ଛୁଟି ଘୋଷଣା ହୋଇଛି।
ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗ ଆରମ୍ଭ ହେବାକୁ ଯାଉଛି ଖରା ଦିନ ଛୁଟି । ମେ ୫ରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ଖରା ଛୁଟି ଘୋଷଣା ହୋଇଛି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଆସୁଥିବା ସବୁ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଏନେଇ ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କୁ ଚିଠି କରାଯାଇଛି।

ସବୁ ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜ ପ୍ରିନ୍ସପାଲଙ୍କୁ ଚିଠି ହୋଇଥିବା ନେଇ ସୂଚନା ମିଳିଛି। ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଖରା ଛୁଟି ସମ୍ପର୍କରେ ଚିଠି କରିଛନ୍ତି। ତେବେ ଖରା ଛୁଟି ଅବଧିରେ ଅନଲାଇନ କ୍ଲାସ/ପରୀକ୍ଷା କରାଯିବାକୁ ମନା ହୋଇଛି।
ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଏହି ଚିଠି ଜାରି କରିଥିବା ବେଳେ ଏଥିରେ ଖରାଛୁଟି ସମୟରେ ଅନ୍ଲାଇନ୍ କ୍ଲାସ୍ ଅବା ପରୀକ୍ଷା କରାଯିବାକୁ ସ୍ପଷ୍ଟ ଭାବେ ବାରଣ କରାଯାଇଛି। ତେବେ ପିଏଚ୍ଡି ଓ ଅନ୍ୟ ରିସର୍ଚ୍ଚ ସ୍କୋଲାରଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସାକ୍ଷାତକାର ଗୁଡ଼ିକୁ କରାଯାଇପାରିବ। ତା'ସହିତ ଖରାଛୁଟିରେ ଶିକ୍ଷାନୁଷ୍ଠାନ ଗୁଡ଼ିକର ଅଫିସ୍ କାର୍ଯ୍ୟ ପାଇଁ ବିଶେଷ ବ୍ୟବସ୍ଥା କରିବାକୁ ଉଚ୍ଚଶିକ୍ଷା ସଚିବ ନିର୍ଦ୍ଦେଶ ଦେଇଛନ୍ତି।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications