ଓଡିଶା ବିଶ୍ୱବିଦ୍ୟାଳୟ ଅଧିନିୟମ: UGCର ତାଗିଦ୍, ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ବନ୍ଦ କର
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଏବଂ ଓପିଏସସି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ । ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସି ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସସିକୁ ଏକ ତାଗିଦ୍ ପତ୍ର ଦେଇଛି।
ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଏବଂ ଓପିଏସସି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ । ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସି ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସସିକୁ ଏକ ତାଗିଦ୍ ପତ୍ର ଦେଇଛି। ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତିକୁ ନେଇ ୟୁଜିସି କ୍ଷୋଭ ପ୍ରକାଶ କରିଛି ।

ଗତ ୨୦ ତାରିଖରେ ଏହା ଉପରେ ସୁପ୍ରିମକୋର୍ଟ ରହିତାଦେଶ ଲଗାଇଥିଲେ । ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ରାଜ୍ୟ ଶିକ୍ଷା ବିଭାଗ ଏବଂ ଓପିଏସସି ଉଲ୍ଲଙ୍ଘନ କରୁଥିବା ନେଇ ୟୁଜିସି ପକ୍ଷରୁ କୁହାଯାଇଛି ।
ଦୁଇଟି ଚିଠି ଲେଖି ୟୁଜିସି ପକ୍ଷରୁ କୁହାଯାଇଛି ଯେ ମେ' ୨୩ ତାରିଖରେ ଓପିଏସସି ସମାଜ ବିଜ୍ଞାନର ଆସିଷ୍ଟାଣ୍ଡ ପ୍ରଫେସର ନିଯୁକ୍ତିର ଫଳାଫଳ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ସେହିପରି ୨୪ ତାରିଖରେ ବାଣିଜ୍ୟର ଆସିଷ୍ଟାଣ୍ଡ ପ୍ରଫେସର ଡକ୍ୟୁମେଣ୍ଟ ଭେରିଫିକେସ୍ ପାଇଁ ବିଜ୍ଞପ୍ତି ବାହାରିଥିଲା । ସୁପ୍ରିମକୋର୍ଟରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ ନେଇ ଏସ୍ଏଲପି ବିଚାରଧୀନ ରହିଛି । ରାଜ୍ୟ ଶିକ୍ଷା ବିଭାଗ ଏବଂ ଓପିଏସସି ଉଲ୍ଲଙ୍ଘନ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଙ୍ଘନ କରୁଛି ବୋଲି ୟୁଜିସି ପକ୍ଷରୁ କୁହାଯାଇଛି ।
-
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ












Click it and Unblock the Notifications