ପରଲୋକରେ ବହୁଚର୍ଚ୍ଚିତ ଫିଲ୍ମ ୩ ଇଡିୟଟ୍ସ ଫିଲ୍ମର ପ୍ରଫେସର

ପରଲୋକରେ ବହୁଚର୍ଚ୍ଚିତ ଫିଲ୍ମ ୩ ଇଡିୟଟ୍ସ ଫିଲ୍ମର ପ୍ରଫେସର। ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି ଲୋକପ୍ରିୟ ଅଭିନେତା ଅଚ୍ୟୁତ୍ ପୋତଦାର। ଚିକିତ୍ସାଧୀନ ଅବସ୍ଥାରେ ଥାଣେର ଜୁପିଟର ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ସେ ଦୀର୍ଘ ଦିନ ଧରି ରୋଗରେ ପୀଡିତ ଥିଲେ। ଅଚ୍ୟୁତଙ୍କ ମୃତ୍ୟୁ ଖବର ଶୁଣି ବଲିଉଡରେ ଶୋକର ଛାୟା ଖେଳିଯାଇଛି।

3 Idiots

ଆଜି ଥାଣେରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ୪୪ ବର୍ଷ ବୟସରେ ସେ ନିଜ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ପାଖାପାଖି ୧୨୫ରୁ ଅଧିକ ହିନ୍ଦୀ ଏବଂ ମରାଠୀ ଚଳଚିତ୍ରରେ କାମ କରିଥିଲେ। ଏପରିକି ୧୦୦ରୁ ଅଧିକ ଟିଭି ସିରିଏଲରେ ମଧ୍ୟ ସେ ଅଭିନୟର ଜାଦୁ ଦେଖାଇଛନ୍ତି। ଅଭିନୟ ଜଗତକୁ ଆସିବା ପୂର୍ବରୁ ସେ ଭାରତୀୟ ସେନାରେ କାମ କରୁଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+