ପ୍ରଖ୍ୟାତ ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ପରଲୋକ
ବଙ୍ଗାଳୀ ଚଳଚିତ୍ରର ଦିବଙ୍ଗତ ଅଭିନେତା ସୌମିତ୍ର ଚାଟାର୍ଜୀଙ୍କର ପରଲୋକ ହୋଇଛି ।
କଲିକତା : ବଙ୍ଗାଳୀ ଚଳଚିତ୍ରର ଦିବଙ୍ଗତ ଅଭିନେତା ସୌମିତ୍ର ଚାଟାର୍ଜୀଙ୍କର ପରଲୋକ ହୋଇଛି । ଆଜି ମଧ୍ୟାହ୍ନ 12.15ରେ କଲିକତାର ଏକ ଘରୋଇ ନର୍ସିଂ ହୋମରେ ଚିକିତ୍ସାଧିନ ଥିବା ସମୟରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ 85 ବର୍ଷ ବୟସ ହୋଇଥିଲା । ଅକ୍ଟୋବର 6ରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ । ହେଲେ ପରବର୍ତ୍ତି ସମୟରେ ସେ ସୁସ୍ଥ ହୋଇଯାଇଥିଲେ । ତେବେ ପୁଣି ତାଙ୍କର କରୋନା ପଜେଟିଭ୍ ଆସିବା ସହ ନିମୋନିଆ ହୋଇଯାଇଥିଲା ।

ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଥିଲେ । ହେଲେ ଏଥିରେ ଅସଫଳ ହୋଇଥିଲେ ଏବଂ ତାଙ୍କର ମୃତ୍ୟୁ ହୋଇଥିଲା । ତାଙ୍କର ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଠାରୁ ଆରମ୍ଭ କରି ବଲିଉଡ୍ ଓ କଲିକାର ଅନେକ ସିନେପ୍ରେମୀ ଗଭୀର ଶୋକପ୍ରକାଶ କରିଛନ୍ତି । ସୌମିତ୍ର ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା ସତ୍ୟଜିତ୍ ରାୟଙଅକ ଚର୍ଚ୍ଚିତ ଫିଲ୍ମ 'ଅପୁର ସଂସାର'ରୁ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ । ଶ୍ରୀ ଚାଟାର୍ଜୀ ପଦ୍ମବିଭୂଷଣ ସହ ଚଳଚ୍ଚିତ୍ର ଜଗତର ଶ୍ରେଷ୍ଠ ସମ୍ମାନ ଦାଦା ସାହେବ ଫାଲକେ ସମ୍ମାନ ମଧ୍ୟ ପାଇଥିଲେ ।
Shri Soumitra Chatterjee’s death is a colossal loss to the world of cinema, cultural life of West Bengal and India. Through his works, he came to embody Bengali sensibilities, emotions and ethos. Anguished by his demise. Condolences to his family and admirers. Om Shanti.
— Narendra Modi (@narendramodi) November 15, 2020
The end of an era .. RIP Legend #SoumitraChatterjee 🙏🏽🙏🏽 pic.twitter.com/R3SXayKLcl
— Randeep Hooda (@RandeepHooda) November 15, 2020
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications