ପୁଷ୍କରା ଶ୍ରେଷ୍ଠ ଓଡ଼ିଆ ଫିଚର୍ ଫିଲ୍ମ
ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ନେଇ ନାମ ଘୋଷଣା କରାଯାଇଛି । ଏଥିରେ ବଲିଉଡ୍ ଫିଲ୍ମ ଅଭିନେତା ଶାହରୁଖ ଖାନଙ୍କୁ ଜଓ୍ୱାନ ଫିଲ୍ମ ପାଇଁ ଏବଂ 12th ଫେଲ୍ ଫିଲ୍ମ ପାଇଁ ବିକ୍ରାନ୍ତ ମାସିଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ଘୋଷଣା କରାଯାଇଛି । ତେବେ ଶାହରୁଖ ଖାନଙ୍କ ସହିତ ବିକ୍ରାନ୍ତ ଆଉ ରାଣୀ ମୁଖାର୍ଜୀଙ୍କର ଏହା ହେଉଛି ପ୍ରଥମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ଏହାସହିତ ରଣବୀର କପୁରଙ୍କ ଅଭିନୀତ ଆନିମଲ୍ ଫିଲ୍ମ ପାଇଁ ସନ୍ଦୀପ ରେଡ୍ଡୀ ବାଙ୍ଗାଙ୍କୁ ଶ୍ରେଷ୍ଠ ସାଉଣ୍ଡ ଡିଜାଇନ୍ ଆଉ ବ୍ୟାକଗ୍ରାଉଣ୍ଡ ସ୍କୋର କ୍ୟାଟେଗୋରିରେ ଆଓ୍ୱାର୍ଡ ଜିତିଛନ୍ତି । ସେହିପରି ରାଣୀ ମୁଖାର୍ଜୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ, 12th ଫେଲ୍ ଫିଲ୍ମକୁ ଶ୍ରେଷ୍ଠ ଫିଚର ଫିଲ୍ମ ଭାବେ ଘୋଷଣା କରାଯାଇଛି । ଅନ୍ୟପଟେ ଓଡ଼ିଆ ଫିଲ୍ମ 'ପୁଷ୍କରା'କୁ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ଘୋଷଣା କରାଯାଇଛି ।

More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications