ଭେଣ୍ଟିଲେଟରରୁ ବାହାରିଲେ ସଂଗୀତ ନିର୍ଦ୍ଦେଶକ ଅଭିଜିତ ମୁଜୁମଦାର

ଧିରେ ଧିରେ ସୁସ୍ଥ ହେଉଛନ୍ତି ଅଭିଜିତ ମୁଜୁମଦାର୍‌। ସେ ଭେଣ୍ଟିଲେଟରରୁ ବାହାରିଛନ୍ତି। ହେଲେ ଏବେବି କୋମାରେ ଅଛନ୍ତି ଅଭିଜିତ । । ଗୁରୁତର ହୋଇ ଭୁବନେଶ୍ବର ଏମ୍ସ ଭେଣ୍ଟିଲେଟରରେ ଥିଲେ । ଅଭିଜିତଙ୍କ ମସ୍ତିସ୍କ ଏବେ ବି କାମ କରୁନି ।

abhijit

ଅଗଷ୍ଟ ୨୭ରେ ଗଣେଶ ପୂଜା ସମୟରେ ସଙ୍ଗୀତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ସମସ୍ୟା ଅନୁଭବ କରିବା ପରେ ଅଭିଜିତ୍‌ଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନ୍ୟ ଏକ ଘରୋଇ ହସ୍ପିଟାଲର ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ସେପ୍ଟେମ୍ବର ୪ରେ ତାଙ୍କୁ ଏମ୍ସ-ଭୁବନେଶ୍ୱରକୁ ରେଫର କରାଯାଇଥିଲା, ଯେଉଁଠାରେ ତାଙ୍କୁ ହାଇପରଟେନସନ, ହାଇପୋଥାଇରଏଡିଜମ ଓ କ୍ରନିକ ଯକୃତ ରୋଗ ସମେତ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଚିହ୍ନଟ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+