ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଗୁରୁତର

ଭୁବନେଶ୍ୱର: ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ ଗୁରୁତର । ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ଦୀର୍ଘ ଦିନ ଧରି ଶାନ୍ତିଲତା କ୍ୟାନ୍ସରରେ ପୀଡ଼ିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକତ୍ସାଧିନ ଥିଲେ । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇ ପଡ଼ିଥିବାରୁ ଭେଣ୍ଟିଲେଟରରେ ଅଛନ୍ତି ।

 Shantilata Barik

ଶାନ୍ତିଲତା ବାରିକ ଜଣେ ଜଣାଶୁଣା ଓଡ଼ିଆ ଭଜନ ଗାୟିକା । ସେ ଓଡ଼ିଆ ଭାଷାରେ ତାଙ୍କର ଭକ୍ତି ସଙ୍ଗୀତ ପାଇଁ ପରିଚିତ । ଶାନ୍ତିଲତା ବାରିକ ବିଭିନ୍ନ ଭଜନ ସଙ୍ଗୀତ ଜରିଆରେ ତାଙ୍କର ହୃଦୟସ୍ପର୍ଶୀ ଉପସ୍ଥାପନା ପାଇଁ ଘରେ ଘରେ ପରିଚିତ । ଓଡ଼ିଆ ଭଜନ ପ୍ରତି ଶାନ୍ତିଲତା ବାରିକ୍‌ ଛୋଟରାୟଙ୍କର ବିଶେଷ ଅବଦାନ ରହିଛି । ତାଙ୍କର ପ୍ରତିଟି ଭଜନ ସେ କାଳିଆ ସାଆନ୍ତ ଏବଂ କୃଷ୍ଣଙ୍କ ଲାଗି ସମର୍ପଣ କରିଥାନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+