ଜନ୍ମ ଜନ୍ମର ସାଥୀ ହେଲେ ସବ୍ୟର୍ଚ୍ଚିତା
ବହୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିବାହ ବନ୍ଧରେ ବାନ୍ଧିହେଲେ ଓଲିଉଡର ଚର୍ଚ୍ଚିତ ଚେହେରା ସବ୍ୟସାଚୀ ଓ ଚୁଲବୁଲି ନାୟିକା ଅର୍ଚ୍ଚିତା । ଆଜି (ସୋମବାର) ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି ।
ଭୁବନେଶ୍ୱର : ବହୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିବାହ ବନ୍ଧରେ ବାନ୍ଧିହେଲେ ଓଲିଉଡର ଚର୍ଚ୍ଚିତ ଚେହେରା ସବ୍ୟସାଚୀ ଓ ଚୁଲବୁଲି ନାୟିକା ଅର୍ଚ୍ଚିତା । ଆଜି (ସୋମବାର) ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି । ଏନେଇ ସବ୍ୟସାଚୀ ସୋଶାଲ୍ ମିଡ଼ିଆରେ ସୂଚନା ଦେଇଥିଲେ । ଏହା ପୂର୍ବରୁ ସବ୍ୟ-ଅର୍ଚ୍ଚିତାଙ୍କ ନିର୍ବନ୍ଧ ସରିଥିଲା । ବାହାଘର ସମ୍ପର୍କରେ ଦୁଇଜଣ ସେଲିବ୍ରିଟି ସୋଶାଲ୍ ମିଡ଼ିଆରେ ପୋଷ୍ଟ କରିବା ସହ ସମସ୍ତଙ୍କର ଆଶୀର୍ବାଦ ଲୋଡ଼ିଥିଲେ ।

ଅଭିନେତା ସବ୍ୟସାଚୀ ଏକ ଟ୍ୱିଟ୍ କରି ଲେଖିଛନ୍ତି, 'ସୁଖ ଓ ଦୁଃଖ ର ନାମ ଜୀବନ। ଅନେକ ଥର ଲାଗେ, ସବୁକିଛି ସରିଗଲା । ହେଲେ ଭଗବାନ ସବୁବେଳେ ନିଷ୍ଠୁର ହୁଅନ୍ତି ନାହିଁ । ବୋଧେ ସେଇଥିପାଇଁ ମତେ ଏମିତି ଏକ ଜୀବନସାଥି ମିଲିପାରିଲା । ଆପଣଙ୍କ ଆଶୀର୍ବାଦ ଆଉ ଭଲପାଇବା ଆମର ସବୁ ଯାତ୍ରାକୁ ସଫଳ କରିବ । ଆସନ୍ତାକାଲି ଆମର ବାହାଘର । ଆମପାଇଁ ନିଶ୍ଚୟ ଠାକୁରଙ୍କୁ ଡାକିବେ🙏 - ସବ୍ୟଅର୍ଚ୍ଚିତା '
ଏନେକ ଦିନ ଧରି ସବ୍ୟ-ଅର୍ଚ୍ଚିତାଙ୍କ ସମ୍ପର୍କକୁ ନେଇ ବହୁ ଚର୍ଚ୍ଚା ହୋଇଥିଲା । 2013 ମସିହାରେ ସବ୍ୟସାଚୀଙ୍କ ଛାଡ଼ପତ୍ର ପରେ ଏହି ଚର୍ଚ୍ଚା ଜୋର୍ ଧରିଥିଲା । କିନ୍ତୁ ଏହାକୁ ଦୁଇଜଣ ଖଣ୍ଡନ କରି ଆସୁଥିଲେ ।
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ଉପଭୋକ୍ତାମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ୱର ଜାରି କଲେ ଗ୍ୟାସ୍ କମ୍ପାନୀ -
ପୁଣି ଖସିଲା ସୁନା-ରୂପା ରେଟ୍ -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ












Click it and Unblock the Notifications