Get Updates
Get notified of breaking news, exclusive insights, and must-see stories!

ଓଡ଼ଆ ଚଳଚ୍ଚିତ୍ର 'ଦମନ'କୁ ଟ୍ୟାକ୍ସ ଫ୍ରି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଓଡ଼ଆ ଚଳଚ୍ଚିତ୍ର 'ଦମନ'କୁ ଟ୍ୟାକ୍ସ ଫ୍ରି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର 'ଦମନ'କୁ ଟ୍ୟାକ୍ସ ଫ୍ରି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ ରହିଛି ।

DAMAN

ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି । କୋଭିଡ୍ ମହାମାରୀ ସମୟରେ ଯେଉଁ ପରି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଥିଲେ ସେଭଳି ଭାବେ କାର୍ଯ୍ୟ ଜାରି ରହିଲେ ଆଗମୀ ଦିନରେ ସୁସ୍ଥ ଓ ସଚେତନ ସାମାଜର ବିକାଶ ହୋଇପାରିବ ବୋଲି ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+