Get Updates
Get notified of breaking news, exclusive insights, and must-see stories!

କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା

କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ପାରିବାରିକ ବିବାଦ ମାମଲାରେ କୋର୍ଟରେ ଜର ହୋଇଛନ୍ତି ବର୍ଷା।

କଟକ: କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ପାରିବାରିକ ବିବାଦ ମାମଲାରେ କୋର୍ଟରେ ଜର ହୋଇଛନ୍ତି ବର୍ଷା। ଦିଲ୍ଲୀ ପଟିଆଲା ହାଉସ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟରେ ହେବ ଶୁଣାଣି। ଆଜି ଉଭୟଙ୍କୁ ହାଜର ହେବା ପାଇଁ ପରିବାର କୋର୍ଟ ନିର୍ଦ୍ଦେଶ ଦେଇଥିଲେ।

varsha priyadarshini

ପୂର୍ବରୁ ଉଭୟଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ଦିଲ୍ଲୀରେ ନୁହେଁ କଟକରେ ହେବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଉଭୟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ନେଇ ପଟିଆଲା ହାଉସ୍ କୋର୍ଟରେ ଆବେଦନ କରିଥିଲେ ଅନୁଭବ। ମାତ୍ର ଥରକୁ ଥର ଦିଲ୍ଲୀ ଯିବା ନିମନ୍ତେ ଅସୁବିଧାର ସମ୍ମୁଖୀନ ହେବେ କହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+