‘ମୋ ସ୍କୁଲ ଅଭିଯାନ’କୁ ୪ ବର୍ଷ: ‘ସ୍କୁଲକୁ ଫେରିବା’ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
‘ମୋ ସ୍କୁଲ ଅଭିଯାନ’କୁ ପୂରିଛି ୪ ବର୍ଷ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କଫି ଟେବୁଲ୍ ବୁକ’ ଓ ଏକ ସ୍ବତନ୍ତ୍ର ବୁକଲେଟ୍ ‘ସ୍କୁଲକୁ ଫେରିବା’ ଉନ୍ମୋଚନ କରିଛନ୍ତି ।
ଭୁବନେଶ୍ବର: 'ମୋ ସ୍କୁଲ ଅଭିଯାନ'କୁ ପୂରିଛି ୪ ବର୍ଷ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'କଫି ଟେବୁଲ୍ ବୁକ' ଓ ଏକ ସ୍ବତନ୍ତ୍ର ବୁକଲେଟ୍ 'ସ୍କୁଲକୁ ଫେରିବା' ଉନ୍ମୋଚନ କରିଛନ୍ତି ।

ବହୁ ପୂର୍ବତନ ଛାତ୍ରଛାତ୍ରୀଙ୍କ ସଫଳ କାହାଣୀ ରହିଛି ଏଥିରେ । ଯାହକୁ ପଢ଼ି ଛାତ୍ରଛାତ୍ରୀ ଆଗକୁ ବଢ଼ିବାକୁ ଉତ୍ସାହିତ ହେବ । ଉନ୍ମୋଚନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ବିଭାଗୀୟ ଅଧିକାରୀ ଓ ମାନ୍ୟଗନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।

୨୦୧୭ ନଭେମ୍ବର ୧୪ ତାରିଖରେ ମୁଖ୍ୟମନ୍ତ୍ରୀ ଆରମ୍ଭ କରିଥିଲେ ମୋ ସ୍କୁଲ ଅଭିଯାନ । ଗତକାଲି ଶିଶୁଦିବସରେ ଏହି ଅଭିଯାନକୁ ୪ ବର୍ଷ ପୂରଣ ହୋଇଛି ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications