କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ, ୫୦ ହଜାର କୋଟି ନିବେଶ କରିବ ମିତ୍ତଲ କମ୍ପାନୀ
କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ । ଏହି ପ୍ଲାଣ୍ଟ ନିର୍ମାଣ କରିବ ଆର୍ସେଲର ମିତ୍ତଲର ନିପୋନ୍ ଷ୍ଟିଲ୍ । ଏନେଇ ଓଡ଼ିଶା ସରକାର ଓ ଆର୍ସେଲର ମିତ୍ତଲ ମଧ୍ୟରେ ଗୁରୁବାର ୫୦ ହଜାର କୋଟିର ଏମଓୟୁ ସ୍ୱାକ୍ଷରିତ ହୋଇଛି ।
ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ । ଏହି ପ୍ଲାଣ୍ଟ ନିର୍ମାଣ କରିବ ଆର୍ସେଲର ମିତ୍ତଲର ନିପୋନ୍ ଷ୍ଟିଲ୍ । ଏନେଇ ଓଡ଼ିଶା ସରକାର ଓ ଆର୍ସେଲର ମିତ୍ତଲ ମଧ୍ୟରେ ଗୁରୁବାର ୫୦ ହଜାର କୋଟିର ଏମଓୟୁ ସ୍ୱାକ୍ଷରିତ ହୋଇଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆର୍ସେଲର ମିତ୍ତଲର ମୁଖ୍ୟ ଲକ୍ଷ୍ମୀ ନାରାୟଣ ମିତ୍ତଲଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ବାକ୍ଷରିତ କରାଯାଇଛି ।

ଏହି ଷ୍ଟିଲ୍ ପ୍ଲାଣ୍ଟ ଲାଗି ମିତ୍ତଲ ପକ୍ଷରୁ ଓଡ଼ିଶାରେ ୫୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରାଯାଉ ଥିବା ନେଇ ସୂଚନା ମିଳିଛି । ଏପରିକି କେନ୍ଦ୍ରାପଡ଼ାରେ ନିର୍ମାଣ ହେବାକୁ ଥିବା ଏହି ଇସ୍ପାତ କାରଖାନାଟି ପାଖାପାଖି ୧୨ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ହେବ ବୋଲି ଆଧିକାରୀକ ସୁତ୍ରରୁ ପ୍ରକାଶ ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications