For Quick Alerts
Turn On Notification  
For Daily Alerts
Oneindia App Download

କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ, ୫୦ ହଜାର କୋଟି ନିବେଶ କରିବ ମିତ୍ତଲ କମ୍ପାନୀ

କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ । ଏହି ପ୍ଲାଣ୍ଟ ନିର୍ମାଣ କରିବ ଆର୍ସେଲର ମିତ୍ତଲର ନିପୋନ୍ ଷ୍ଟିଲ୍ । ଏନେଇ ଓଡ଼ିଶା ସରକାର ଓ ଆର୍ସେଲର ମିତ୍ତଲ ମଧ୍ୟରେ ଗୁରୁବାର ୫୦ ହଜାର କୋଟିର ଏମଓୟୁ ସ୍ୱାକ୍ଷରିତ ହୋଇଛି ।

|

ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ । ଏହି ପ୍ଲାଣ୍ଟ ନିର୍ମାଣ କରିବ ଆର୍ସେଲର ମିତ୍ତଲର ନିପୋନ୍ ଷ୍ଟିଲ୍ । ଏନେଇ ଓଡ଼ିଶା ସରକାର ଓ ଆର୍ସେଲର ମିତ୍ତଲ ମଧ୍ୟରେ ଗୁରୁବାର ୫୦ ହଜାର କୋଟିର ଏମଓୟୁ ସ୍ୱାକ୍ଷରିତ ହୋଇଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆର୍ସେଲର ମିତ୍ତଲର ମୁଖ୍ୟ ଲକ୍ଷ୍ମୀ ନାରାୟଣ ମିତ୍ତଲଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ବାକ୍ଷରିତ କରାଯାଇଛି ।

steel plant in Kendrapara

ଏହି ଷ୍ଟିଲ୍ ପ୍ଲାଣ୍ଟ ଲାଗି ମିତ୍ତଲ ପକ୍ଷରୁ ଓଡ଼ିଶାରେ ୫୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରାଯାଉ ଥିବା ନେଇ ସୂଚନା ମିଳିଛି । ଏପରିକି କେନ୍ଦ୍ରାପଡ଼ାରେ ନିର୍ମାଣ ହେବାକୁ ଥିବା ଏହି ଇସ୍ପାତ କାରଖାନାଟି ପାଖାପାଖି ୧୨ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ହେବ ବୋଲି ଆଧିକାରୀକ ସୁତ୍ରରୁ ପ୍ରକାଶ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
A steel plant will be set up in Kendrapara
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X