Get Updates
Get notified of breaking news, exclusive insights, and must-see stories!

କୋଭିଡ ପରିଚାଳନା ପାଇଁ CMCକୁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

କୋଭିଡ୍ ପରିଚାଳନା ପାଇଁ ସିଏମସିକୁ ୧୦ କୋଟି ଟଙ୍କା ମଞ୍ଜୁର । ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସିଏମଆରଏଫରୁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର: କୋଭିଡ୍ ପରିଚାଳନା ପାଇଁ ସିଏମସିକୁ ୧୦ କୋଟି ଟଙ୍କା ମଞ୍ଜୁର । ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସିଏମଆରଏଫରୁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ । କଟକରେ କୋଭିଡ ପରିଚାଳନାକୁ ପରିପୃଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ।

CMC

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଟଙ୍କା ସହାୟତା ଆକାରରେ ପ୍ରଦାନ କରାଯାଇଛି । ଆଗାମୀ ଦିନରେ ଯେପରି କଟକରେ କୋଭିଡ ମୁକାବିଲା ସଠିକ ଏବଂ ସମନ୍ୱୟ ଭାବେ କରାଯିବ, ବେଡ ଠାରୁ ଆରମ୍ଭ କରି କୋଭିଡ ପରିଚାଳନାର ସମସ୍ତ ମୌଳିକ ସୁବିଧା ରହିପାରିବ ସେନେଇ ଦୃଷ୍ଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆଜି କଟକ ମହାନଗର ନିଗମକୁ ପ୍ରଦାନ କରାଯାଇଥିବା ୧୦ କୋଟି ଟଙ୍କା କୋଭିଡ ପରିଚାଳନାରେ ଖର୍ଚ୍ଚ ହେବ । ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ ୧୦ କୋଟି ପ୍ରଦାନ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+