ସତ୍ୟବାଦୀ ଓଡିଆ ବିଶ୍ବ ବିଦ୍ୟାଳୟର ଡିଜାଇନକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଓଡିଶା ଭାଷା ବିଶ୍ବବିଦ୍ୟାଳୟର ରୂପରେଖ ସମ୍ପର୍କରେ ଆଜି ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଏକ ଡିଜାଇନ ଉପସ୍ଥାପନା କରାଯାଇଥିଲା ।

ଭୁବନେଶ୍ବର: ଓଡିଶା ଭାଷା ବିଶ୍ବବିଦ୍ୟାଳୟର ରୂପରେଖ ସମ୍ପର୍କରେ ଆଜି ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଏକ ଡିଜାଇନ ଉପସ୍ଥାପନା କରାଯାଇଥିଲା । ଯାହାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Naveen Patnaik

ଏହି ନୂତନ ବିଶ୍ୱ ବିଦ୍ୟାଳୟର ଡିଜାଇନଟି ସତ୍ୟବାଦୀ ବନ ବିଦ୍ୟାଳୟ ଢାଞ୍ଚାରେ ପ୍ରସ୍ତୁକ କରାଯାଇଛି । ଏଠାରେ ଶାନ୍ତ, ସ୍ନିଗ୍ଧ ଓ ମୁକ୍ତ ପରିବେଶ ମଧ୍ୟରେ ଉତ୍ତମ ଶୈଷିକ ପ୍ରଦାନର ଅନୁଭବ ରଖାଯାଇଛି । ଏଠାରେ ଛାତ୍ରଛାତ୍ରୀମାନଙ୍କ ପାଇଁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ଗବେଶଣା କରିବାର ବ୍ୟବସ୍ଥା ରହିବ । ଏହାର ନିର୍ମାଣର ବିସ୍ତୃତ ଯୋଜନା ସମ୍ପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆଗାମୀ ଦିନରେ ଏକ ବୈଠକ ବସିବାକୁ ଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+