ଚାଷୀଙ୍କ ପାଇଁ ୨୦୦ କୋଟିର ମରୁଡି ଇନପୁଟ୍ ସବସିଡି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଚାଷୀଙ୍କ ପାଇଁ ୨୦୦ କୋଟିର ମରୁଡି ଇନପୁଟ୍ ସବସିଡି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସିଧାସଳଖ କ୍ଷତିଗ୍ରସ୍ତ ଚାଷୀଙ୍କୁ ସିଧାସଳଖ ଭାବେ ମିଳିବ ।
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଚାଷୀଙ୍କ ପାଇଁ ୨୦୦ କୋଟିର ମରୁଡି ଇନପୁଟ୍ ସବସିଡି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସିଧାସଳଖ କ୍ଷତିଗ୍ରସ୍ତ ଚାଷୀଙ୍କୁ ସିଧାସଳଖ ଭାବେ ମିଳିବ ।

୧୨ ଜିଲ୍ଲାର ୬୪ ବ୍ଲକ ଓ ୧୫ ପୌର ପରିଷଦ ଅଞ୍ଚଳରେ ମରୁଡି ପାଇଁ ୨,୬୩,୫୬୦ ହେକ୍ଟର ଚାଷଜମି କ୍ଷତିଗ୍ରସ୍ତ ହୋଇଛି । ମରୁଡିରେ କ୍ଷତିଗ୍ରସ୍ତ ହୋଇଥିଲେ ମଧ୍ୟ ଚାଷୀଙ୍କୁ ଏଯାବତ ଫସଲ ବୀମା ମିଳିନାହିଁ । ରାଜ୍ୟ ସରକାରଙ୍କ ବାରମ୍ବାର ଦାବି ସତ୍ତେ୍ୱ ମଧ୍ୟ ଚାଷୀଙ୍କୁ ଏଯାବତ ଫସଲ ବୀମା ମିଳିପାରି ନାହିଁ । ଚାଷୀଙ୍କ ଦାବି ଶୁଣିବା ପରେ କ୍ଷତିପୂରଣ ବାବଦ ରିପୋର୍ଟ ଜିଲ୍ଲାପାଳ ତୁରନ୍ତ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ତେବେ ଟେକ୍ନିକାଲ ଆଡଭାଇଜାରୀ କମିଟି ଏହା ଉପରେ ନଜର ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟ ନିଜ ସମ୍ବଳରୁ ଏହି ଖର୍ଚ୍ଚ ଭରଣା କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
More From
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications