ମୟୁରଭଂଜ ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ 2 ଲକ୍ଷ ଟଙ୍କା କ୍ଷତିପୂରଣ

ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ଓଡ଼ିଶାର ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଭୁବନେଶ୍ୱର : ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଗୁରୁବାର ହୋଇଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ସେମାନଙ୍କ ମଧ୍ୟରୁ ଚାରି ଜଣ ହେଉଛନ୍ତି ଓଡିଶାର ଅଧିବାସୀ ଏବଂ ଆଉ ଜଣେ ଝାଡଖଣ୍ଡର ଅଧିବାସୀ । ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ଓଡ଼ିଶାର ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

Naveen Patnaik

ସୂଚନା ଯୋଗ୍ୟ ଯେ, ମୟୂରଭଞ୍ଜ ଜିଲ୍ଲା ବାରିପଦା-ଅମର୍ଦା ରାଜ୍ୟ ରାଜପଥର ଶୀର୍ଷାପାଳ ଛକରେ ଗୁରୁବାର ପୂର୍ବାହ୍ନରେ ଗୋଟିଏ ଟ୍ରକ ଧକ୍କାରେ ତିନିଟି ଅଟୋକୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଅଟୋଗୁଡିକ ଭାଙ୍ଗି ଯିବା ସହିତ ଚାରିଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ନିୟମିତ ଦୁର୍ଘଟଣା ଘଟୁଥିବାରୁ ତିନିଦଫା ଦାବିରେ ଉତ୍ୟକ୍ତ ଅଞ୍ଚଳବାସୀ ଶୀର୍ଷାପାଳ ଛକରେ ରାସ୍ତା ଅବରୋଧ କରିବା ସହିତ ଧାରଣାରେ ବସିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+