Get Updates
Get notified of breaking news, exclusive insights, and must-see stories!

୪୦ ଲକ୍ଷ ଚାଷୀଙ୍କ ଚାଷୀଙ୍କ ଆକାଉଣ୍ଟକୁ ଗଲା ‘କାଳିଆ’ ଟଙ୍କା

୪୦ ଲକ୍ଷ ଚାଷୀଙ୍କ ଚାଷୀଙ୍କ ଆକାଉଣ୍ଟକୁ ଗଲା ‘କାଳିଆ’ ଟଙ୍କା । ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟର ଚାଷୀଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର: ୪୦ ଲକ୍ଷ ଚାଷୀଙ୍କ ଚାଷୀଙ୍କ ଆକାଉଣ୍ଟକୁ ଗଲା 'କାଳିଆ' ଟଙ୍କା । ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟର ଚାଷୀଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୪୦ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଆକାଉଣ୍ଟଙ୍କୁ ଗଲା ୮୦୪ କୋଟି ଟଙ୍କା ।

Kalia scheme

୨୦୨୨ ଆର୍ଥିକ ବର୍ଷ ପାଇଁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ରାଶି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କୁ 'କାଳିଆ' ଟଙ୍କା ପ୍ରଦାନ କରିଛନ୍ତି । ରାଜ୍ୟ ସରକାରଙ୍କ ଏହି ଯୋଜନାରେ ହିତାଧିକାରୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ମୋଟ୍ ୪ ହଜାର ଟଙ୍କା ସହାୟତା ମିଳେ । ପ୍ରତିବର୍ଷ ଅକ୍ଷୟ ତୃତୀୟା ଏବଂ ନୂଆଖାଇ ପର୍ବରେ ଚାଷୀଙ୍କ ଆକାଉଣ୍ଟକୁ ସରକାର ଏହି ଟଙ୍କା ପଠାଇଥାନ୍ତି ।

Kalia scheme

ସେହିପରି କୃଷି ବିଭାଗ ପକ୍ଷରୁ 'ପଣସ ମିଶନ' ଓ ଅଧିକରୁ ଅଧିକ ବାଜରା ଚାଷ କରାଯିବା ପାଇଁ ମିଲେଟ ମିଶନକୁ ସଂପ୍ରସାରିତ କରାଯଇଛି । ଏହାସହ କୃଷକ ଓ କୃଷି ଉଦ୍ୟୋଗୀଙ୍କୁ ସବୁ ସହାୟତାକୁ ଗୋଟିଏ ପ୍ଲାଟ ଫର୍ମରେ ଯୋଗାଇଦେବା ପାଇଁ ସୁଗମ ପୋର୍ଟାଲ ଓ କୃଷକ ଓଡ଼ିଶା ପୋର୍ଟାଲ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+