ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି: 11% ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା, ଜୁଲାଇ 1ରୁ ପିଛିଲା ଭାବେ ହେବ ଲାଗୁ

ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାର ଦେଲେ ପୂଜା ଭେଟି । ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ 11%ମହଙ୍ଗା ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ବର: ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାର ଦେଲେ ପୂଜା ଭେଟି । ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ 11%ମହଙ୍ଗା ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୁଲାଇ ୨୧ରୁ ପିଛଲା ଭାବେ ଲାଗୁ ହେବ ବର୍ଦ୍ଧିତ ଭତ୍ତା । ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ ।

Naveen Patnaik

ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ । ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା 17%ରୁ ବଢ଼ି ,28%ରେ ପହଞ୍ଚିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ 1/7/2021 ରୁ ପିଛିଲା ଭାବରେ 11%ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+