ଗଜପତି ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଦୁଇ ଲଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଭୁବନେଶ୍ୱର: ଗଜପତି ଜିଲ୍ଲାର ଆର୍ ଉଦୟଗିରି ଠାରେ ଆଜି ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।

ଏଥି ସହିତ ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ସେହିପରି ଆହତ ମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।












Click it and Unblock the Notifications