For Quick Alerts
Turn On Notification  
For Daily Alerts
Oneindia App Download

ଗଜପତି ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଦୁଇ ଲଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

|

ଭୁବନେଶ୍ୱର: ଗଜପତି ଜିଲ୍ଲାର ଆର୍ ଉଦୟଗିରି ଠାରେ ଆଜି ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି ।

 Naveen Patnaik

ଏଥି ସହିତ ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ସେହିପରି ଆହତ ମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Gajapati road accident: Chief Minister announced Rs two lakh assistance to Death family
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X