Get Updates
Get notified of breaking news, exclusive insights, and must-see stories!

ପଞ୍ଚାୟତିରାଜ ଦିବସ ପାଇଁ କାଲି ସ୍କୁଲ ଓ କଲେଜ୍ ଛୁଟି

ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ, କଲେଜ୍ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ

ଭୁବନେଶ୍ୱର । ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ, କଲେଜ୍ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ।

ଉଚ୍ଚ ଶିକ୍ଷା ବିଭାଗ

ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଏହି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ଏସମ୍ପର୍କରେ ଉଚ୍ଚଶିକ୍ଷା ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

ସେହିପରି ଶିକ୍ଷାନୁଷ୍ଠାନ ବନ୍ଦ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+