ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହେଲା ଉତ୍ତର ଓଡ଼ିଶା ବିଶ୍ୱାବିଦ୍ୟାଳୟ
ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଗଲା ।
ଭୁବନେଶ୍ୱର : ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାମ । ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଗଲା । ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଏହା ସହିତ ବିଶ୍ୱବିଦ୍ୟାଳୟ ପାଠାଗାରର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ।













Click it and Unblock the Notifications