ରାଜ୍ୟ କ୍ୟାବିନେଟ ବୈଠକ: 11 ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ

ବୁଧବାର ବସିଛି ରାଜ୍ୟ କ୍ୟାବିନେଟ ବୈଠକ । ଏହି ବୈଠକରେ ଗୁରୁତ୍ବପୂର୍ଣ୍ଣ 11 ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଅର୍ଥ, ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ, ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ, ଏବଂ ଗୃହ ଏବଂ ନଗର ଉନ୍ନୟନ ବିଭାଗ ସମ୍ବନ୍ଧୀୟ 11 ଟି ପ୍ରମୁଖ ନିଷ୍ପତ୍ତି

ଭୁବନେଶ୍ୱର: ବୁଧବାର ବସିଛି ରାଜ୍ୟ କ୍ୟାବିନେଟ ବୈଠକ । ଏହି ବୈଠକରେ ଗୁରୁତ୍ବପୂର୍ଣ୍ଣ 11 ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଅର୍ଥ, ମତ୍ସ୍ୟ ଏବଂ ପଶୁ ସମ୍ପଦ ବିକାଶ, ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ, ଏବଂ ଗୃହ ଏବଂ ନଗର ଉନ୍ନୟନ ବିଭାଗ ସମ୍ବନ୍ଧୀୟ 11 ଟି ପ୍ରମୁଖ ନିଷ୍ପତ୍ତି ନିଆଯାଇଛି । ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୈଠକରେ ଅଧ୍ୟକ୍ଷତା କରିଥିଲେ ।

Odisha cabinet

ମନ୍ତ୍ରିମଣ୍ଡଳର ନିଷ୍ପତ୍ତି ବିଷୟରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ କ୍ୟାବିନେଟ୍ ଆଜି 11 ଟି ପ୍ରମୁଖ ନିଷ୍ପତ୍ତି ନେଇଛି । ଯେଉଁଥିରୁ 4 ଟି ପଶ୍ଚିମ ଓଡିଶାର ଉନ୍ନତ ସଂଯୋଗ ପାଇଁ ବିଜୁ ଏକ୍ସପ୍ରେସ ୱେ ନିର୍ମାଣ ଏବଂ ସମ୍ପ୍ରସାରଣ ସହ ଜଡିତ। ଏହି ରାସ୍ତା ସମଗ୍ର ଅଞ୍ଚଳରେ ଅର୍ଥନୈତିକ ଏବଂ ଶିଳ୍ପ ବିକାଶକୁ ମଧ୍ୟ ବୃଦ୍ଧି କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+