Get Updates
Get notified of breaking news, exclusive insights, and must-see stories!

ବାହାନଗା ରେଳ ଦୁର୍ଘଟଣା: ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟିର ଆର୍ଥିକ ସହୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯାଉଛି ।

Balasore Train Accident

ମୃତକଙ୍କ ମଧ୍ୟରେ ଭଦ୍ରକର ୮ ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଓଡିଶାର ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+