Get Updates
Get notified of breaking news, exclusive insights, and must-see stories!

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ଭାରତ ହକି ବିଶ୍ୱକପ୍ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର

ଆଗାମୀ ହକି ବିଶ୍ୱକପ ଲାଗି ଭାରତୀୟ ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । ବିଶ୍ୱକପରେ ଭାରତ ଚାମ୍ପିୟନ ହେଲେ ପ୍ରତି ଖେଳାଳିଙ୍କୁ ପୁରସ୍କାର ବାବଦକୁ ଦିଆଯିବ ଏକ କୋଟି ଟଙ୍କା ।

ସୁନ୍ଦରଗଡ଼: ଆଗାମୀ ହକି ବିଶ୍ୱକପ ଲାଗି ଭାରତୀୟ ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । ବିଶ୍ୱକପରେ ଭାରତ ଚାମ୍ପିୟନ ହେଲେ ପ୍ରତି ଖେଳାଳିଙ୍କୁ ପୁରସ୍କାର ବାବଦକୁ ଦିଆଯିବ ଏକ କୋଟି ଟଙ୍କା । ରାଉରକେଲାରେ ଖେଳାଳିଙ୍କୁ ଭେଟିବା ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Odisha CM

ଆଜି ରାଉରକେଲା ଗସ୍ତ କରି ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଳିଙ୍କୁ ଭେଟିଛନ୍ତି ମୁଖ୍ୟମୁନ୍ତ୍ରୀ । ପ୍ରଥମେ ରାଉରକେଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ବିର୍ସା ମୁଣ୍ଡା ଷ୍ଟାଡିୟମ ବୁଲି ଦେଖିଲେ । ଏହାପରେ ବିଶ୍ବକପ୍ ଗ୍ରାମର ଶୁଭ ଉଦଘାଟନ କରିଥିଲେ ନବୀନ । ଏହାପରେ ଭାରତୀୟ ହକି ଟିମକୁ ଭେଟି ତାଙ୍କ ସହ କଥା ହେଲେ ଏବଂ ତାଙ୍କ ସହ ଫଟୋ ଉଠାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+