ଓଟିଡିସିର "ନିମନ୍ତ୍ରଣ" ରେଷ୍ଟୁରାଣ୍ଟକୁ ମୁଖ୍ୟମନ୍ତ୍ରୀ କଲେ ଉଦ୍‌ଘାଟନ

ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ ନିକଟରେ ଓଟିଡିସି ପକ୍ଷରୁ ନିର୍ମିତ ରେଷ୍ଟୁରାଣ୍ଟ 'ନିମନ୍ତ୍ରଣ'ର ଶୁଭ ଉଦ୍‌ଘାଟନ କରିଛନ୍ତି ।

ନିମନ୍ତ୍ରଣ

ଓଟିଡିସିର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଉଦ୍‌ଘାଟିତ ଏହି ରେଷ୍ଟୁରାଣ୍ଟରେ ଖାଣ୍ଟି ଓଡିଆ ବ୍ୟଞ୍ଜନ ଉପଲବ୍‌ଧ ହେବ । ଓଡିଆ ଖାଦ୍ୟକୁ ଲୋକପ୍ରିୟ କରି ବ୍ୟଞ୍ଜନ ପର୍ଯ୍ୟଟନର ବିକାଶରେ ଏହା ସହାୟକ ହେବ। ଓଟିଡିସି ନିମନ୍ତ୍ରଣ ରେଷ୍ଟୁରାଣ୍ଟ ଶୃଙ୍ଖଳରେ ଏହା ହେଉଛି ପ୍ରଥମ ଓ ପରବର୍ତ୍ତୀ ପର୍ଯ୍ୟାୟରେ ପୁରୀ ଓ ସମ୍ବଲପୁରରେ ମଧ୍ୟ ଏଭଳି ଓଟିଡିସି ଖୋଲାଯିବ ଯୋଜନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+