ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ (IR Battalion) ପାଇଁ ୬୬୩ଟି ପଦବୀକୁ (Security Coys) ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି ।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ (IR Battalion) ପାଇଁ ୬୬୩ଟି ପଦବୀକୁ (Security Coys) ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି ।

CM Naveen

ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍‌ପେକ୍ଟର (WT)-୧, ସବ୍‌ଇନିସ୍‌ପେକ୍ଟର (WT)-୨, ହାବିଲଦାର (WT)-୪, କନେଷ୍ଟବଳ(WT)-13, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ।

ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍‌ସିଂ ଜରିଆରେ ପୂରଣ କରାଯିବ । ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍‌ ସିଂ ପଦବୀ ସୃଷ୍ଟି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+