କଳାହାଣ୍ଡି ଜିଲ୍ଲାରେ ମୁଖମନ୍ତ୍ରୀଙ୍କ ଦ୍ଵାରା ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ
ଆଜି ଓଡିଶା ମୁଖ୍ୟମନ୍ତି ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ଯାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଜିଲ୍ଲାରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି ।

ଜିଲ୍ଲାରେ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ସହିତ ଏକାଧିକ ପ୍ରକଳ୍ପର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ। ଏଥିସହିତ କେତେକ ନୂତନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ପାଇଁ ଏହି ଲିଙ୍କ କ୍ଲିକ କରନ୍ତୁ:












Click it and Unblock the Notifications