Get Updates
Get notified of breaking news, exclusive insights, and must-see stories!

ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି: ଉପକୃତ ହେବେ ୪ ଲକ୍ଷ ସରକାରୀ କର୍ମଚାରୀ

ରାଜ୍ୟର ସମସ୍ତ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ୧.୧.୨୦୨୨ ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି ।

 Odisha Government

ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନ ଭୋଗୀ ମାନଙ୍କ ଟିଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । କର୍ମଚାରୀ ଓ ପେନସନ୍‌ ଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବେ । ସେହିପରି ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନ୍ସନଭୋଗୀ ଉପକୃତ ହେବେ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+