ପାରାଦ୍ୱୀପ ସିଜୁଠାରେ ଇଡ଼୍କୋ ଲ୍ୟାଣ୍ଡ ଏବଂ ପ୍ଲାଷ୍ଟିକ୍ ପାର୍କ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା
ଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଟିମ୍ ଦୁଇଦିନିଆ ଜଗତସିଂହପୁର ଜିଲ୍ଲା ଗସ୍ତରେ ପାରାଦ୍ୱୀପ ଯାଇ ଆଜି ସିଜୁଠାରେ ଇଡ଼୍କୋ ଲ୍ୟାଣ୍ଡ ଏବଂ ପ୍ଲାଷ୍ଟିକ୍ ପାର୍କ ପରିଦର୍ଶନ କରିଥିଲୋ
ଆଜି ପୂର୍ବାହ୍ନରେ ଏହି ଟିମ୍ ପାରାଦ୍ୱୀପର ଅଫିସର୍ସ କ୍ଲବ୍ଠାରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ଓ ଇଡ୍କୋଦ୍ୱାରା ଶିଳ୍ପ ସଂସ୍ଥା କ ର୍ମକର୍ତ୍ତା, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ଉଦ୍ୟୋଗୀମାନ ଙ୍କ ସହିତ ଆୟୋଜିତ ବେଠକରେ ଯୋଗଦେଇଥିଲ ।

ପାରାଦ୍ୱୀପ ତଥା ଜଗତସିଂହପୁର ଜିଲ୍ଲାରେ ଥିବା ବୃହତ୍ ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଶିଳ୍ପ ସଂସ୍ଥାରେ ଥିବା ବିଭିନ୍ନ ମୌଳିକ ସମସ୍ୟା ଓ ଏହାର ସମାଧାନ ନିମନ୍ତେ ଶିଳ୍ପସଂସ୍ଥା କର୍ମକର୍ତ୍ତା, ସରକାରୀ ବିଭାଗୀୟ ଅଧ#କାରୀମାନଙ୍କ ସହିତ ବ୍ୟାପକ ଆଲୋଚନା କରାଯାଇ ସମସ୍ୟାର ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଥିଲାା ଏଥିରେ ବୃହତ୍ ଶିଳ୍ପ ସଂସ୍ଥାମାନଙ୍କରେ ଥିବା ବିଭିନ୍ନ ସମସ୍ୟା ସଂପର୍କରେ ମଧ୍ୟ ଆଲୋଚନା ହୋଇଥିଲାା
ଏହି ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ଏହି ଗସ୍ତର ଆଭିମୁଖ୍ୟ ସଂପର୍କରେ କହିଥିଲୋ ପରେ ଜିଲ୍ଲାସ୍ତରୀୟ କୃଷି ଅଧ#କାରୀ, ମତ୍ସ୍ୟ ଓ ପ୍ରାଣୀସଂପଦ ଅଧ#କାରୀ ଓ ପର୍ଯ୍ୟଟନ ଅଧିକାରୀଙ୍କ ସହ ଆଲୋଚନା ହୋଇଥିଲାା ଅପରାହ୍ନରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ଶିଳ୍ପୋଦ୍ୟୋଗୀମାନଙ୍କ ସହିତ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ସଂପର୍କରେ ପାରସ୍ପରିକ ଆଲୋଚନା ହୋଇଥିଲାା ବୈଠକରେ ଏମ୍ଏସ୍ଏମ୍ଇ ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ
କରିଥିଲୋ ପରେ ଆୟୋଜିତ ସମ୍ବାଦଦାତା ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଶ୍ରୀ
ତ୍ରିପାଠୀ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶାର ଶିଳ୍ପ କ୍ଷେତ୍ରର ବିକାଶ ପାଇଁ ତାଙ୍କ ଅଧ୍ୟକ୍ଷତାରେ ପ୍ରମୁଖ
ଶାସନ ସଚିବ, ଏମ୍ଏସ୍ଏମ୍ଇ, ପ୍ରମୁଖ ଶାସନ ସଚବି ଶିଳ୍ପ ବିଭାଗ, ଶିଳ୍ପ ନିର୍ଦ୍ଦେଶକ, ଏମ୍ଡି ଇପିକ ଲ ୍, ଏମ୍ଡି
ଇଡ୍କୋଙ୍କକୁ ନେଇ ଗଠିତ ଟିମ୍ ସହିତ ବୃହତ୍, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କର୍ମକର୍ତ୍ତାଙ୍କ ସହ ପାରସ୍ପରିକ
ଆଲୋଚନା ହୋଇଛିା ପାରାଦ୍ୱୀପ ଭାରତବର୍ଷର ପୁରାତନ ଦ୍ୱିତୀୟ ବୃହତ୍ତମ ବନ୍ଦର ଏବଂ ଦେଶର ପ୍ରଗତିର
ମୁଖଶାଳାା ପାରାଦ୍ୱୀପଠାରେ ଇଫ୍କୋ, ପିପିଏଲ୍ ଭଳି ବୃହତ୍ ଶିଳ୍ପସଂସ୍ଥାର ବ୍ୟାପକ ପ୍ରସାରଣ ହେବାକୁ ଯାଉଛିା
ଆଗକୁ ଜେ.ଏସ୍.ଡବ୍ଲ&ୁ୍ୟର ଷ୍ଟିଲ୍ ପ୍ଲାଣ୍ଟ, ଏସାର ଭଳି ବୃହତ୍ ପ୍ରକଳ୍ପ ସହିତ ଆର୍ସେଲ ମିତଲ୍ର ମେଗା ପ୍ରକଳ୍ପ ପ୍ରତିଷ୍ଠା
ହେବାକୁ ଯାଉଛିା ଓଡ଼ିଶା ସରକାରଙ୍କ ତରଫରୁ ପ୍ରମୁଖ ଶିଳ୍ପ ସଂସ୍ଥାମାନଙ୍କ ପାଇଁ ଜମି ଓ ବିଦୁ୍ୟତ ଯୋଗାଣ,
ଜଳଯୋଗାଣ, ଗମନାଗମନ କ୍ଷେତ୍ରରେ ବ୍ୟାପକ ଉନ୍ନତି କରାଯିବା ଶିଳ୍ପସଂସ୍ଥାମାନଙ୍କ ଦ୍ୱାରା ରାଜ୍ୟ ଓ ଦେଶର
ଅର୍ଥନୀତିରେ ବିକାଶ ହେବା ଏହି ବୈଠକରେ ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ୍ ଆଲାମ୍, ଇପିକଲ୍ ଏମ୍ଡି ଶ୍ରୀ
ଭୂପେନ୍ଦ୍ର ସିଂହ ପୁନିଆ, ଜଗତସିଂହପୁର ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟଓ୍ୱାରୀ ପ୍ରମୁଖ ଯୋଗଦେଇ ଆଲୋଚନାରେ
ଅଂଶଗ୍ରହଣ କରିଥିଲୋ ଗତକାଲି ସନ୍ଧ୍ୟାରେ ଶ୍ରୀ ତ୍ରିପାଠୀ ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ଅଧ୍ୟକ୍ଷ ଓ ଭାରତୀୟ ତୈଳ ନିଗମ
କର୍ତ୍ତୃପକ୍ଷଙ୍କ ସହ ବୈଠକରେ ଯୋଗଦେଇଥିଲେ
-
୩୧ ରାଜ୍ୟସଭା ସାଂସଦ କୋଟିପତି -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ହଠାତ୍ ଆମେରିକାର ଚିନ୍ତା ବଢାଇ ଦେଲା ଇରାନ, ଡିଏଗୋ ଗାର୍ସିଆ' ଉପରେ ଇରାନର କ୍ଷେପଣାସ୍ତ୍ର ମାଡ଼ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
ବନ୍ଦ ହେବ ଇରାନ ଆମେରିକା ଯୁଦ୍ଧ, ସଙ୍କେତ ଦେଲେ ଆମେରିକା ରାଷ୍ଟ୍ରପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା










Click it and Unblock the Notifications