ଭୁବନେଶ୍ୱରରେ ହେବ ସାଇନ୍ସ ସିଟି, ରାଜ୍ୟ ସରକାର ଦେଲେ ୩୦ ଏକର ଜାଗା

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ସାଇନ୍ସ ସିଟି । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ ଦେଇଛନ୍ତି ।

ଭୁବନେଶ୍ୱର: କୋଲକାତା ଢାଞ୍ଚାରେ ଓଡ଼ିଶାରେ ହେବ ସାଇନ୍ସ ସିଟ । ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ସାଇନ୍ସ ସିଟି । କୋଲକାତାରେ ଥିବା ସାଇନ୍ସ ସିଟି ଭଳି ଏହା ପ୍ରତିଷ୍ଠା କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ ଦେଇଛନ୍ତି ।

Science City

ଭୁବନେଶ୍ୱରରେ ସାଇନ୍ସ ସିଟି ଖୋଲିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଜ୍ଞାନ ଆହୁରି ବୃଦ୍ଧି ପାଇବ । କେବଳ ଏତିକି ନୁହେଁ ଏହା ଦ୍ୱାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ବୈଜ୍ଞାନିକ ତଥ୍ୟ ଓ ତ୍ରୁଟିକୁ ସୁଧାରିବାରେ ସାଇନ୍ସ ସିଟି ସହାୟକ ହୋଇପାରିବ । ସେହିଭଳି ପୁରୀ ଠାରେ ଜିଲ୍ଲା ବିଜ୍ଞାନ ଓ ପ୍ଲାନେଟୋରିୟମ୍ କେନ୍ଦ୍ର ପ୍ରତିଷ୍ଠା ହେବ । ସେଠାରେ ଜଗନ୍ନାଥ ସଂସ୍କୃତିର ସମସ୍ତ ତଥ୍ୟ ସ୍ଥାନ ପାଇବ । ସାତକୋଶିଆ ଅଞ୍ଚଳରେ ଜାତୀୟ ସ୍ତରର ଆଞ୍ଚଳିକ ସାତକୋଶିଆ ବାୟସ୍ପିୟାର ମ୍ୟୁଜିୟମ ହେବ ବୋଲି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ବିଧାନସଭାରେ ଉତ୍ତର ରଖି କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+