ଇ-ଯାନ ପାଇଁ ରାଜ୍ୟ ସରକାର ସ୍ଥାପନ କରିବେ "ବୈଦୁତିକ ଯାନ ପାଣ୍ଠି"

ରାଜ୍ୟ ସରକାରଙ୍କ ଦ୍ୱାରା ଓଡ଼ିଶା ବୈଦୁ୍ୟତିକ ଯାନ ନୀତି ୨୦୨୧ ଘୋଷିତ ହୋଇଛି । ଏହି ନୀତି ଅନୁଯାୟୀ ବିଭିନ୍ନ ବର୍ଗର ବୈଦୁ୍ୟତିକ ଯାନ କ୍ରୟ ନିମନ୍ତେ ସରକାର ବିଭିନ୍ନ ପ୍ରକାର ପ୍ରୋତ୍ସାହନ ୪ ବର୍ଷ ପର୍ଯ୍ୟନ୍ତ ଯୋଗାଇଦେବାକୁ ବ୍ୟବସ୍ଥା କରୁଛନ୍ତି । ଏନେଇ ସୂଚନା ଦେଇଛି ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ । ଏହିସବୁ ପ୍ରୋତ୍ସାହନ ଯୋଗାଇଦେବା ପାଇଁ ସରକାର ଖୁବ୍ ଶୀଘ୍ର ଏକ "ବୈଦୁ୍ୟତିକ ଯାନ ପାଣ୍ଠି ସ୍ଥାପନ କରିବାକୁ ଯାଉଛନ୍ତି । ଦୁଇଚକିଆ ବୈଦୁ୍ୟତିକ ଯାନ କ୍ରୟ ପାଇଁ ଗାଡ଼ି ମୂଲ୍ୟର ୧୫ ପ୍ରତିଶତ ଏବଂ ସର୍ବୋଚ୍ଚ ୫ହଜାର ଟଙ୍କା, ତିନିଚକିଆ ପାଇଁ ଗାଡ଼ି ମୂଲ୍ୟର ୧୫ ପ୍ରତିଶତ ଏବଂ ସର୍ବୋଚ୍ଚ ୧୦ ହଜାର ଟଙ୍କା ତଥା ଚାରିଚକିଆ ଯାନ ପାଇଁ ଗାଡ଼ି ମୂଲ୍ୟର ୧୫ ପ୍ରତିଶତ ଓ ସର୍ବୋଚ୍ଚ ୫୦ ହଜାର ଟଙ୍କାର ପ୍ରୋତ୍ସାହନ ପ୍ରଦାନ କରାଯିବ ।

e vehicle

ବସ୍ କ୍ରୟ ନିମନ୍ତେ ଗାଡ଼ି ମୂଲ୍ୟର ୧୦ ପ୍ରତିଶତ ଏବଂ ସର୍ବୋଚ୍ଚ ୪ ଲକ୍ଷ ଟଙ୍କା ପ୍ରୋତ୍ସାହନ ଯୋଗାଇଦେବାକୁ ଥ#ବାବେଳେ ମାଲବାହୀ ଯାନ ପାଇଁ ୩୦ ହଜାର ଟଙ୍କାର ପ୍ରୋତ୍ସାହନ ଦିଆଯିବ । ଯଦି କେହି ନିଜସ୍ୱ ବ୍ୟବହାର ପାଇଁ ବୈଦୁ୍ୟତିକ ଗାଡ଼ି କିଣିବାକୁ ଋଣ କରିବେ ତେବେ ଋଣ ଉପରେ ୫ ପ୍ରତିଶତ ସୁଧ ଛାଡ଼ କରାଯିବା ନିର୍ଦ୍ଧାରିତ ସମୟ ମଧ୍ୟରେ ସବୁବର୍ଗର ବୈଦୁ୍ୟତିକ ଯାନର ପଂଜୀକରଣ ଓ ମୋଟର ଯାନ ଟିକସ ଦେୟ ମଧ୍ୟ ଛାଡ଼ କରାଯିବାର ବ୍ୟବସ୍ଥା କରାଯାଉଛି । ବୈଦୁ୍ୟତିକ ଯାନ ନିର୍ମାଣ କରୁଥ#ବା ସଂସ୍ଥାଗୁଡ଼ିକୁ ଶତପ୍ରତିଶତ ନିଟ୍ ଏସ୍ଜିଏସ୍ଟି ଛାଡ଼ କରାଯିବ ଏବଂ ଅଣୁ, ମଧ୍ୟମ ଓ କ୍ଷୁଦ୍ର ନୀତି-୨୦୧୬ ଅନୁସାରେ ସମସ୍ତ କ୍ଷୁଦ୍ର ଓ ଅଣୁ ବ୍ୟାଟେରୀ ଉଦ୍ୟୋଗମାନଙ୍କୁ ପ୍ରୋତ୍ସାହନ ମିଳିବା ଏହି ଉଦ୍ୟୋଗୀମାନଙ୍କ ନିମନ୍ତେ ବ୍ୟାଟେରୀ ଉତ୍ପାଦନ ପାଇଁ ଷ୍ଟାର୍ଟଅପ୍ ପଲିସି ଅନୁଯାୟୀ ସମସ୍ତ ସୁବିଧା ଉପଲବ୍ଧ ହେବା ସେହିପରି ବିଭିନ୍ନ ସହରଗୁଡ଼ିକରେ ବୈଦୁ୍ୟତିକ ଯାନଗୁଡ଼ିକ ପାଇଁ ରହିଥ#ବା ପାର୍କିଂ ଫିସରେ ରିହାତି ମିଳିବା ବ୍ୟାଟେରୀ ଚାର୍ଜିଂ ଷ୍ଟେସନ୍ଗୁଡ଼ିକୁ ବିଦୁ୍ୟତ ଶୁÂ ନିମନ୍ତେ ମଧ୍ୟ ରିହାତି ଦିଆଯିବାର ବନ୍ଦୋବସ୍ତ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+