Get Updates
Get notified of breaking news, exclusive insights, and must-see stories!

ଟୋଲ ଟ୍ୟାକ୍ସ ଛାଡ଼ କଲେ ରାଜ୍ୟ ସରକାର

ଟୋଲ ଟିକସ ଛାଡ଼ କରିଛନ୍ତି ରାଜ୍ୟ ସରକାର । ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର ।

ଭୁବନେଶ୍ୱର : କରୋନା ମହାମାରୀ କବଳରେ ଓଡ଼ିଶା ସମେତ ସାରା ଦେଶ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛି । ଏହି ସମୟରେ ୟାତାୟତ ଠାରୁ ଆରମ୍ଭ କରି ସାମଗ୍ରୀ ପରିହବହନରେ ମଧ୍ୟ ପ୍ରଭାବ ପଡ଼ୁଥିବାର ପରିଲକ୍ଷିତ ହୋଇଛି । ଏଭଲି ପରିସ୍ଥିତିରେ ଟୋଲ ଟିକସ ଛାଡ଼ କରିଛନ୍ତି ରାଜ୍ୟ ସରକାର । ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର ।

toll tax

ମେଡିକାଲ ଅକ୍ସିଜେନ ଟ୍ୟାଙ୍କର, ସିଲିଣ୍ଡର ପରିବହନ ଗାଡିକୁ ରାଜ୍ୟରେ ଥିବା କୌଣସି ଟୋଲ୍ ଗେଟ୍‌ରେ ଟ୍ୟାକ୍ସ ଦେବାକୁ ପଡ଼ିବନାହିଁ । ସୁବିଧାରେ ଏହି ସବୁ ସାମଗ୍ରୀ ନେବା ଆଣିବା ନେଇ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଜୁଲାଇ 31 ପର୍ଯ୍ୟନ୍ତ ଏହି ଫି ଛାଡ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏନେଇ ଲେବର ଡିପାର୍ଟମେଣ୍ଟ ପକ୍ଷରୁ ବିଜ୍ଞପ୍ତି ଜରିଆରେ ସୂଚିତ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+