ଜାପାନରେ ଭୟଙ୍କର ଅଗ୍ନିକାଣ୍ଡ
ଦକ୍ଷିଣ-ପଶ୍ଚିମ ଜାପାନର ଓଇଟା ପ୍ରିଫେକ୍ଚରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ୧୭୦ରୁ ଅଧିକ କୋଠା ନଷ୍ଟ ହୋଇଥିବା ସୂଚନା ମିଳିଛି । ଗତକାଲି ସନ୍ଧ୍ୟା ପ୍ରାୟ ୫.୪୫ ସୁଦ୍ଧା ଏପରି ଘଟଣା ଦେଖିବାକୁ ମିଳିଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମବାହିନୀ ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର କରିବାରେ ସଫଳ ହୋଇଛନ୍ତି । ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତି ବର୍ତ୍ତମାନ ସୁଦ୍ଧା ନିଖୋଜ ଥିବା ଜଣାପଡିଛି ।
ସୂଚନାନୁଯାୟୀ, ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ଜାପାନର ଓଇଟା ପ୍ରିଫେକ୍ଚରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ପ୍ରବଳ ପବନ ଯୋଗୁଁ ନିଆଁ ତୀବ୍ର ଭାବେ ବ୍ୟାପିଯାଇଥିଲା । ଯାହାଫଳରେ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇପଡିଥିଲା । ନିଆଁ ବ୍ୟାପିବାରୁ ୧୭୦ରୁ ଅଧିକ କୋଠା ଏଥିରେ ନଷ୍ଟ ହୋଇଯାଇଛି ।

ଏହାରି ମଧ୍ୟରେ ଜଣେ ସ୍ଥାନୀୟ ଲୋକ ଜରୁରୀକାଳୀନ ପରିସ୍ଥିତି ପାଇଁ ଡାକ ଦେଇଥିଲେ । ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମବାହିନୀ ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନ୍ତର କରିଥିଲେ । ଏଥିରେ ଜଣେ ୭୦ ବର୍ଷୀୟ ବୃଦ୍ଧ ନିଖୋଜ ରହିଛନ୍ତି । କିନ୍ତୁ ଏବେ ପର୍ଯ୍ୟନ୍ତ ତାଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ । ଅଗ୍ନିଶମବାହିନୀ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି । ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।
-
ସରିଲା ଭୋଟ୍ ଗଣତି,ବାଜିମାତ୍ କଲେ ଦିଲ୍ଲୀପ ରାୟ, ଜାଣନ୍ତୁ କାହାକୁ ମିଳିଲା କେତେ ଭୋଟ? -
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଭୟଙ୍କର ଘୂର୍ଣ୍ଣିଝଡ଼: ଉଡିଲା ଛପର-ନଦୀକୁ ପଶିଲା ଅଟୋ, ୨ମୃତ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ତମିଲନାଡରେ ବିଜେପିର ରଣନୀତି, ବିଜୟଙ୍କୁ ଦେଲା ବଡ ଅଫର୍ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ?












Click it and Unblock the Notifications