ଆମେରିକାରେ ବିମାନ ଦୁର୍ଘଟଣା, ୨ ମୃତ
ଆମେରିକା ଫ୍ଲୋରିଡାର କୋରାଲ ସ୍ପ୍ରିଙ୍ଗସ୍ ଅଞ୍ଚଳରେ ଗତକାଲି ସକାଳେ ଏକ ଛୋଟ ଟର୍ବୋପ୍ରପ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାନୁଯାୟୀ, ବିମାନଟି ଜାମାଇକାର ହରିକେନ୍ ମେଲିସା ପୀଡିତଙ୍କ ପାଇଁ ରିଲିଫ୍ ନେଇ ଯାଇଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା ।
ଯେଉଁଥିରେ ୨ ଜଣଙ୍କର ଜୀବନ ଚାଲିଯାଇଛି । ଦୁର୍ଘଟଣା ସମୟରେ ବିମାନଟି ଗେଟେଡ୍ କଲୋନୀରେ ଥିବା ଗୋଟିଏ ପୋଖରୀରେ ଖସି ପଡିଥିବାରୁ ସମସ୍ତ ଘର ସୁରକ୍ଷାରେ ରହିଥିଲା । ସୂଚନା ପାଇବା ମାତ୍ରେ ଦଳଗୁଡିକ ଘଟଣାସ୍ଥଳରେ ତୁରନ୍ତ ପହଞ୍ଚିଥିଲେ ବୋଲି ଅଗ୍ନିଶମ ବିଭାଗର ଡେପୁଟି ଚିଫ୍ ମାଇକ୍ ମୋଜର୍ କହିଛନ୍ତି । କିନ୍ତୁ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

ଅନ୍ୟପଟେ ଗତକାଲି ଏବଂ ଆଜି ସେହି ଘଟଣାସ୍ଥଳରେ ତଦନ୍ତ ଜାରି ରହିବ ବୋଲି ପୋଲିସ କହିଛି । ଏଥିସହ ଫେଡେରାଲ୍ ଏଭିଏସନ୍ ଅଧିକାରୀମାନେ ମଧ୍ୟ ଦୁର୍ଘଟଣାର କାରଣ ଜାଣିବା ପାଇଁ ତଦନ୍ତ ଆରମ୍ଭ କରିଛନ୍ତି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications