Get Updates
Get notified of breaking news, exclusive insights, and must-see stories!

ଆମେରିକାରେ ଭୂମିକମ୍ପର ଶକ୍ତ ଝଟକା: ଭୟରେ ଘରୁ ବାହାରି ଆସିଲେ ଲୋକ

ଆମେରିକାରେ ଭୟଙ୍କର ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୬.୦ ବୋଲି ଜଣାପଡିଛି । ଏହି ଭୂମିକମ୍ପ ଆଲାସ୍କାର ଆଙ୍କୋରେଜ୍ ମେଟ୍ରୋପଲିଟାନ୍ ଅଞ୍ଚଳରେ ଘଟିଛି ବୋଲି ସୂଚନା ମିଳିଛି ।

earth

ସୂଚନାନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଆଲାସ୍କାର ସୁସିଟନାର ପଶ୍ଚିମ-ଉତ୍ତରପଶ୍ଚିମରେ ୧୨ କିଲୋମିଟର ଦୂରରେ, ସହରରୁ ପ୍ରାୟ ୧୦୮ କିଲୋମିଟର ଉତ୍ତର-ପଶ୍ଚିମରେ ଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ୬୯ କିଲୋମିଟର ଗଭୀରରେ ଥିଲା । ଏଥିରେ କୌଣସି ବଡ଼ କ୍ଷୟକ୍ଷତିର ସୂଚନା ମିଳିନାହିଁ । ଏଥିସହ ଆମେରିକାର ସୁନାମି ସତର୍କତା ବ୍ୟବସ୍ଥା କୌଣସି ସୁନାମି ଚେତାବନୀ ଜାରି କରିନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+